Psalms 48:5 — Compare Translations
5 translations compared side by side
Odia - 1840
"କିନ୍ତୁ ସହେି ରାଜାମାନେ ସଠାେରେ ୟାହା ଦେଖିଲେ ସେଥିରେ ସମାନେେ ଆଶ୍ଚର୍ୟ୍ଯ ହେଲେ। ସମାନଙ୍କେ ମଧ୍ୟରେ ଆତଙ୍କ ଖଳେିଗଲା ଓ ସମାନେେ ଦୌଡ଼ି ପଳାଇ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହା ଦେଖି ଚମତ୍କୃତ ହେଲେ; ସେମାନେ ଉଦ୍ବିଗ୍ନ ହୋଇ ଶୀଘ୍ର ପଳାଇଲେ;
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେହି ରାଜାମାନେ ସେଠାରେ ଯାହା ଦେଖିଲେ ସେଥିରେ ସେମାନେ ଆଶ୍ଚର୍ଯ୍ୟ ହେଲେ। ସେମାନଙ୍କ ମଧ୍ୟରେ ଆତଙ୍କ ଖେଳିଗଲା ଓ ସେମାନେ ଦୌଡ଼ି ପଳାଇ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହା ଦେଖି ଚମତ୍କୃତ ହେଲେ; ସେମାନେ ଉଦ୍ବିଗ୍ନ ହୋଇ ଶୀଘ୍ର ପଳାଇଲେ;
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହା ଦେଖି ଚମତ୍କୃତ ହେଲେ; ସେମାନେ ଉଦ୍ବିଗ୍ନ ହୋଇ ଶୀଘ୍ର ପଳାଇଲେ;