Psalms 48:6 — Compare Translations
5 translations compared side by side
Odia - 1840
"ଭୟ ସହେି ରାଜାମାନଙ୍କୁ ଥରାଇ ଦଲୋ ଓ ସମାନେେ ଭୟରେ ଥରି ଉଠିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନାରେ ଆକ୍ରା; ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଭୟ ସେହି ରାଜାମାନଙ୍କୁ ଥରାଇ ଦେଲା ଓ ସେମାନେ ଭୟରେ ଥରି ଉଠିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନାରେ ଆକ୍ରାନ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନାରେ ଆକ୍ରାନ୍ତ ହେଲେ।