Psalms 48:7 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ତୁମ୍ଭ ନିର୍ଦ୍ଦେଶରେ ପୂର୍ବଦିଗରୁ ପ୍ରବଳ ଝଡ଼ ମାଡ଼ି ଆସି ସମାନଙ୍କେ ବୃହତ୍ ଜାହାଜ ସବୁକୁ ଭାଙ୍ଗି ପକାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ପୂର୍ବୀୟ ବାୟୁ ଦ୍ଵାରା ତର୍ଶୀଶର ଜାହାଜସବୁ ଭାଙ୍ଗିଥାଅ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭ ନିର୍ଦ୍ଦେଶରେ ପୂର୍ବଦିଗରୁ ପ୍ରବଳ ଝଡ଼ ମାଡ଼ି ଆସି ସେମାନଙ୍କ ବୃହତ୍ ଜାହାଜ ସବୁକୁ ଭାଙ୍ଗି ପକାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ପୂର୍ବୀୟ ବାୟୁ ଦ୍ୱାରା ତର୍ଶୀଶ ନଗରର ଜାହାଜସବୁ ଭାଙ୍ଗିଥାଅ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ପୂର୍ବୀୟ ବାୟୁ ଦ୍ୱାରା ତର୍ଶୀଶ ନଗରର ଜାହାଜସବୁ ଭାଙ୍ଗିଥାଅ।