Psalms 48:8 — Compare Translations
5 translations compared side by side
Odia - 1840
"ହଁ, ଆମ୍ଭମାନେେ ତୁମ୍ଭର ଶକ୍ତି ବିଷଯରେ ସହେି ଗଳ୍ପ ସବୁ ଶୁଣି ଅଛୁ। କିନ୍ତୁ ଆମ୍ଭେ ପରମେଶ୍ବରଙ୍କର ଶକ୍ତି ଦେଖି ଅଛୁ। ଆମ୍ଭେ ସହେି ପରମେଶ୍ବରଙ୍କ ନଗରରେ ବାସ କରୁ, ୟପରେି ସୈନ୍ଯାଧିପତି ପରମେଶ୍ବର ଚିରଦିନ ଲାଗି ସହେି ନଗରକୁ ଅଧିକ ଶକ୍ତିଶାଳୀ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଆମ୍ଭେମାନେ ଶୁଣିଅଛୁ, ସେପରି ସୈନ୍ୟାଧିପତି ସଦାପ୍ରଭୁଙ୍କ ନଗରରେ, ଆମ୍ଭମାନଙ୍କ ପରମେଶ୍ଵରଙ୍କ ନଗରରେ ଦେଖିଅଛୁ; ପରମେଶ୍ଵର ଅନନ୍ତକାଳ ତାହା ସୁସ୍ଥିର କରିବେ । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ହଁ, ଆମ୍ଭେମାନେ ତୁମ୍ଭର ଶକ୍ତି ବିଷୟରେ ସେହି ଗଳ୍ପ ସବୁ ଶୁଣିଅଛୁ। କିନ୍ତୁ ଆମ୍ଭେ ପରମେଶ୍ୱରଙ୍କର ଶକ୍ତି ଦେଖିଅଛୁ। ଆମ୍ଭେ ସେହି ପରମେଶ୍ୱରଙ୍କ ନଗରରେ ବାସ କରୁ, ଯେପରି ସୈନ୍ୟାଧିପତି ପରମେଶ୍ୱର ଚିରଦିନ ଲାଗି ସେହି ନଗରକୁ ଅଧିକ ଶକ୍ତିଶାଳୀ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଆମ୍ଭେମାନେ ଶୁଣିଅଛୁ, ସେପରି ସୈନ୍ୟାଧିପତି ସଦାପ୍ରଭୁଙ୍କ ନଗରରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ ଦେଖିଅଛୁ; ପରମେଶ୍ୱର ଅନନ୍ତକାଳ ତାହା ସୁସ୍ଥିର କରିବେ।
Odia IRV 2017 (ଓଡିଆ ବାଇବେଲ)
ଯେପରି ଆମ୍ଭେମାନେ ଶୁଣିଅଛୁ, ସେପରି ସୈନ୍ୟାଧିପତି ସଦାପ୍ରଭୁଙ୍କ ନଗରରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ ଦେଖିଅଛୁ; ପରମେଶ୍ୱର ଅନନ୍ତକାଳ ତାହା ସୁସ୍ଥିର କରିବେ। [ସେଲା]