Psalms 48:9 — Compare Translations
5 translations compared side by side
Odia - 1840
"ପରମେଶ୍ବର ତୁମ୍ଭ ମନ୍ଦିରରେ ଆମ୍ଭେ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣାକୁ ଧ୍ଯାନ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ଆମ୍ଭେମାନେ ତୁମ୍ଭ ମନ୍ଦିର ମଧ୍ୟରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟ ଧ୍ୟାନ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର, ତୁମ୍ଭ ମନ୍ଦିରରେ ଆମ୍ଭେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାକୁ ଧ୍ୟାନ କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭ ମନ୍ଦିର ମଧ୍ୟରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟ ଧ୍ୟାନ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭ ମନ୍ଦିର ମଧ୍ୟରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟ ଧ୍ୟାନ କରିଅଛୁ।