Psalms 49:1 — Compare Translations
5 translations compared side by side
Odia - 1840
"ହେ ଜାତିଗଣ ସମୂହ ଶୁଣ, ହେ ପୃଥିବୀବାସୀ ଲୋକମାନେ ଶୁଣ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ । ହେ ଗୋଷ୍ଠୀସକଳ, ଏହା ଶୁଣ, ହେ ଜଗନ୍ନିବାସୀଗଣ,
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଗୋଟିଏ ଗୀତ। ହେ ଜାତିଗଣ ସମୂହ ଶୁଣ, ହେ ପୃଥିବୀବାସୀ ଲୋକମାନେ ଶୁଣ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଗୋଷ୍ଠୀସକଳ, ଏହା ଶୁଣ, ହେ ଜଗନ୍ନିବାସୀଗଣ,
Odia IRV 2017 (ଓଡିଆ ବାଇବେଲ)
ହେ ଗୋଷ୍ଠୀସକଳ, ଏହା ଶୁଣ, ହେ ଜଗନ୍ନିବାସୀଗଣ,