Psalms 49:10 — Compare Translations

5 translations compared side by side

Odia - 1840
"ଦେଖ!ବୁଦ୍ଧିମାନ୍ ଲୋକମାନେ ମୃତ୍ଯୁବରଣ କରନ୍ତି, ୟମେିତିକି ମୂର୍ଖ ଓ ନିର୍ ବୋଧ ଲୋକମାନେ ମୃତ୍ଯୁବରଣ କରନ୍ତି ଓ ନିଜର ସମ୍ପତ୍ତି ଅନ୍ୟ ପାଇଁ ଛାଡ଼ି ୟାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯାʼନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ! ବୁଦ୍ଧିମାନ୍ ଲୋକମାନେ ମୃତ୍ୟୁବରଣ କରନ୍ତି, ଯେମିତିକି ମୂର୍ଖ ଓ ନିର୍ବୋଧଲୋକମାନେ ମୃତ୍ୟୁବରଣ କରନ୍ତି ଓ ନିଜର ସମ୍ପତ୍ତି ଅନ୍ୟ ପାଇଁ ଛାଡ଼ି ଯାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍‍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି, ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯାʼନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍‍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି, ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯା’ନ୍ତି।