Psalms 49:11 — Compare Translations
5 translations compared side by side
Odia - 1840
"ସମାନଙ୍କେ କବର ସମାନଙ୍କେ ପାଇଁ ଚିରଦିନ ନୂତନ ବାସସ୍ଥଳୀ ଅଟେ ଏବଂ ୟତେେ ଭୂମି ସମାନେେ ଅଧିକାର କରିଥିଲେ ହେଁ, ଏହା ସମାନଙ୍କେ ପାଇଁ ମୂଲ୍ଯହୀନ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ଗୃହ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ କବର ସେମାନଙ୍କ ପାଇଁ ଚିରଦିନ ନୂତନ ବାସସ୍ଥଳୀ ଅଟେ, ଏବଂ ଯେତେ ଭୂମି ସେମାନେ ଅଧିକାର କରିଥିଲେ ହେଁ, ଏହା ସେମାନଙ୍କ ପାଇଁ ମୂଲ୍ୟହୀନ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ କବର ସ୍ଥାନ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ କବରସ୍ଥାନ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି।