Psalms 49:12 — Compare Translations
5 translations compared side by side
Odia - 1840
"ଲୋକମାନେ ବିତ୍ତଶାଳୀ ହାଇେ ପାରନ୍ତି। କିନ୍ତୁ ସମାନେେ ଏଠାରେ ଚିରଦିନ ରହିପାରିବେ ନାହିଁ। ସମାନେେ ପଶୁ ତୁଲ୍ଯ ମୃତ୍ଯୁବରଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମନୁଷ୍ୟ ଐଶ୍ଵର୍ଯ୍ୟରେ ସ୍ଥିର ରହେ ନାହିଁ; ସେ ବିନାଶ୍ୟ ପଶୁ ତୁଲ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ବିତ୍ତଶାଳୀ ହୋଇ ପାରନ୍ତି। କିନ୍ତୁ ସେମାନେ ଏଠାରେ ଚିରଦିନ ରହିପାରିବେ ନାହିଁ। ସେମାନେ ପଶୁ ତୁଲ୍ୟ ମୃତ୍ୟୁବରଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମନୁଷ୍ୟ ଐଶ୍ୱର୍ଯ୍ୟରେ ସ୍ଥିର ରହେ ନାହିଁ; ସେ ବିନାଶ୍ୟ ପଶୁ ତୁଲ୍ୟ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମନୁଷ୍ୟ ଐଶ୍ୱର୍ଯ୍ୟରେ ସ୍ଥିର ରହେ ନାହିଁ; ସେ ବିନାଶ୍ୟ ପଶୁ ତୁଲ୍ୟ।