Psalms 49:13 — Compare Translations
5 translations compared side by side
Odia - 1840
"ସହେି ମୂର୍ଖ ଲୋକମାନଙ୍କ ଭାଗ୍ଯରେ ଏହିପରି ଘଟେ। ଯେଉଁମାନେ ନିଜର ସମ୍ପତ୍ତିକୁ ଅଧିକ ଭଲ ପାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ; ତଥାପି ସେମାନଙ୍କ ଉତ୍ତାରେ ଲୋକମାନେ ସେମାନଙ୍କ କଥା ପସନ୍ଦ କରନ୍ତି । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ସେହି ମୂର୍ଖ ଲୋକମାନଙ୍କ ଭାଗ୍ୟରେ ଏହିପରି ଘଟେ। ଯେଉଁମାନେ ନିଜର ସମ୍ପତ୍ତିକୁ ଅଧିକ ଭଲ ପାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ; ତଥାପି ସେମାନଙ୍କ ଉତ୍ତାରେ ଲୋକମାନେ ସେମାନଙ୍କ କଥା ପସନ୍ଦ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ; ତଥାପି ସେମାନଙ୍କ ଉତ୍ତାରେ ଲୋକମାନେ ସେମାନଙ୍କ କଥା ପସନ୍ଦ କରନ୍ତି। [ସେଲା]