Psalms 49:14 — Compare Translations

5 translations compared side by side

Odia - 1840
"ସହେି ଲୋକମାନେ ମଷେମାନଙ୍କ ପରି ଅଟନ୍ତି। ସମାନେେ ଶଷେରେ ସହେି କବରରେ ପତିତ ହବେେ ଓ ମୃତ୍ଯୁ ସମାନଙ୍କେ ମଷେପାଳକ ହବେ। ତା'ପରେ ସହେି ସକାଳେ ଉତ୍ତମ ବ୍ଯକ୍ତିଗଣ ବିଜଯୀ ହବେେ। ସହେି ଦୁଷ୍ଟ ଲୋକମାନଙ୍କର ଶରୀର କବର ମଧ୍ୟରେ ଧୀରେ ଧୀରେ ନଷ୍ଟ ହବୋକୁ ଲାଗିବ, ସମାନଙ୍କେର ନିଜ ସୁଶୋଭିତ ଗୃହଠାରୁ ବହୁତ ଦୂରରେ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; ମୃତ୍ୟୁ ସେମାନଙ୍କର ପାଳକ ହେବ; ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ଵ କରିବେ; ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ମେଷମାନଙ୍କ ପରି ଅଟନ୍ତି। ସେମାନେ ଶେଷରେ ସେହି କବରରେ ପତିତ ହେବେ ଓ ମୃତ୍ୟୁ ସେମାନଙ୍କ ମେଷପାଳକ ହେବ। ତା’ପରେ ସେହି ସକାଳେ ଉତ୍ତମ ବ୍ୟକ୍ତିଗଣ ବିଜୟୀ ହେବେ। ସେହି ଦୁଷ୍ଟ ଲୋକମାନଙ୍କର ଶରୀର କବର ମଧ୍ୟରେ ଧୀରେ ଧୀରେ ନଷ୍ଟ ହେବାକୁ ଲାଗିବ, ସେମାନଙ୍କର ନିଜ ସୁଶୋଭିତ ଗୃହଠାରୁ ବହୁତ ଦୂରରେ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; ମୃତ୍ୟୁୁ ସେମାନଙ୍କର ପାଳକ ହେବ; ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ; ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; ମୃତ୍ୟୁୁ ସେମାନଙ୍କର ପାଳକ ହେବ; ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ; ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ।