Psalms 49:15 — Compare Translations
5 translations compared side by side
Odia - 1840
"କିନ୍ତୁ ପରମେଶ୍ବର ମାେତେ ସେଥିରୁ ମୁକ୍ତ କରିବେ ଓ ମାରେ ଜୀବନ ବଞ୍ଚାଇବେ। ସେ ମାେତେ ଉଦ୍ଧାର କରିବେ, ସହେି ମୃତ୍ଯୁର କବର ମଧ୍ଯରୁ ସେତବେେଳେ ସେ ମାେତେ ତାଙ୍କର ସଙ୍ଗରେ ନଇେଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପରମେଶ୍ଵର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ; କାରଣ ସେ ମୋତେ ଗ୍ରହଣ କରିବେ । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପରମେଶ୍ୱର ମୋତେ ସେଥିରୁ ମୁକ୍ତ କରିବେ ଓ ମୋର ଜୀବନ ବଞ୍ଚାଇବେ। ସେ ମୋତେ ସେହି ମୃତ୍ୟୁର କବର ମଧ୍ୟରୁ ଉଦ୍ଧାର କରିବେ ଏବଂ ସେ ମୋତେ ତାଙ୍କର ସଙ୍ଗରେ ନେଇଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପରମେଶ୍ୱର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ; କାରଣ ସେ ମୋତେ ଗ୍ରହଣ କରିବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପରମେଶ୍ୱର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ; କାରଣ ସେ ମୋତେ ଗ୍ରହଣ କରିବେ। [ସେଲା]