Psalms 49:16 — Compare Translations
5 translations compared side by side
Odia - 1840
"କବଳେ ସମାନେେ ଧନୀ ବୋଲି ସମାନଙ୍କେୁ ଭୟ କର ନାହିଁ। ସହେି ଲୋକମାନଙ୍କୁ ଭୟ କର ନାହିଁ ଯେଉଁମାନଙ୍କର ସୁଶୋଭିତ ଗୃହ ରହିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ଵର୍ଯ୍ୟ ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
କେବଳ ସେମାନେ ଧନୀ ବୋଲି ସେମାନଙ୍କୁ ଭୟ କର ନାହିଁ। ସେହି ଲୋକମାନଙ୍କୁ ଭୟ କର ନାହିଁ ଯେଉଁମାନଙ୍କର ସୁଶୋଭିତ ଗୃହ ରହିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ୱର୍ଯ୍ୟ ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ;
Odia IRV 2017 (ଓଡିଆ ବାଇବେଲ)
କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ୱର୍ଯ୍ୟ ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ;