Psalms 49:17 — Compare Translations
5 translations compared side by side
Odia - 1840
"ସହେି ଲୋକମାନେ ଯେତବେେଳେ ମୃତ୍ଯୁବରଣ କରିବେ ସମାନେେ ସାଙ୍ଗରେ କିଛି ନଇେଯିବେ ନାହିଁ। ତାଙ୍କର ଐଶ୍ଚର୍ୟ୍ଯ ତାଙ୍କ ସଙ୍ଗରେ ୟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; ତାହାର ଐଶ୍ଵର୍ଯ୍ୟ ତାହାର ପଶ୍ଚାଦ୍ଗମନ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ଯେତେବେଳେ ମୃତ୍ୟୁବରଣ କରିବେ ସେମାନେ ସାଙ୍ଗରେ କିଛି ନେଇଯିବେ ନାହିଁ। ତାଙ୍କର ଐଶ୍ୱର୍ଯ୍ୟ ତାଙ୍କ ସଙ୍ଗରେ ଯିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; ତାହାର ଐଶ୍ୱର୍ଯ୍ୟ ତାହାର ପଶ୍ଚାଦ୍ଗମନ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; ତାହାର ଐଶ୍ୱର୍ଯ୍ୟ ତାହାର ପଶ୍ଚାଦ୍ଗମନ କରିବ ନାହିଁ।