Psalms 49:18 — Compare Translations
5 translations compared side by side
Odia - 1840
"ଜଣେ ଧନୀ ବ୍ଯକ୍ତି ପ୍ରକୃତରେ ନିଜ ଜୀବନରେ ୟାହା ସବୁ କରିଛି ସେଥିପାଇଁ ନିଜକୁ କବଳେ ଧନ୍ଯବାଦ ଦିଏ। ହଁ, ଅନ୍ୟ ଲୋକମାନେ ମଧ୍ଯ ତା'କୁ ପ୍ରଶଂସା କରି କହନ୍ତି, ସେ ତା'ର ଜୀବନରେ କିପରି ଉତ୍ତମ ସଫଳତା ହାସଲ କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର ଧନ୍ୟବାଦ କଲା, ଆଉ, ତୁମ୍ଭେ ଆପଣାର ଭଲ କଲେ, ଲୋକେ ତୁମ୍ଭର ପ୍ରଶଂସା କରନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଧନୀ ବ୍ୟକ୍ତି ପ୍ରକୃତରେ ନିଜ ଜୀବନରେ ଯାହାସବୁ କରିଛି, ସେଥିପାଇଁ ନିଜକୁ କେବଳ ଧନ୍ୟବାଦ ଦିଏ। ହଁ, ଅନ୍ୟ ଲୋକମାନେ ମଧ୍ୟ ତାକୁ ପ୍ରଶଂସା କରି କହନ୍ତି, ସେ ତା’ର ଜୀବନରେ କିପରି ଉତ୍ତମ ସଫଳତା ହାସଲ କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର ଧନ୍ୟବାଦ କଲା, ଆଉ, ତୁମ୍ଭେ ଆପଣାର ଭଲ କଲେ, ଲୋକେ ତୁମ୍ଭର ପ୍ରଶଂସା କରନ୍ତି;
Odia IRV 2017 (ଓଡିଆ ବାଇବେଲ)
ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର ଧନ୍ୟବାଦ କଲା, ଆଉ, ତୁମ୍ଭେ ଆପଣାର ଭଲ କଲେ, ଲୋକେ ତୁମ୍ଭର ପ୍ରଶଂସା କରନ୍ତି;