Psalms 49:19 — Compare Translations
5 translations compared side by side
Odia - 1840
"ଶଷେରେ କିନ୍ତୁ ସମୟ ଆସିବ ତାକୁ ମରିବାକୁ ପଡ଼ିବ ଓ ତାକୁ ତା'ର ପୂର୍ବପୁରୁଷଙ୍କ ନିକଟକୁ ୟିବାକୁ ପଡ଼ିବ ଓ ସେ କବେେ ଆଉ ଦିନର ଆ ଲୋକ ଦେଖିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସେ ଆପଣା ପିତୃପୁରୁଷଗଣ ନିକଟକୁ ଯିବ; ସେମାନେ କଦାଚ ଦୀପ୍ତି ଦେଖିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଶେଷରେ କିନ୍ତୁ ସମୟ ଆସିବ ତାକୁ ମରିବାକୁ ପଡ଼ିବ ଓ ତାକୁ ତା’ର ପୂର୍ବପୁରୁଷଙ୍କ ନିକଟକୁ ଯିବାକୁ ପଡ଼ିବ ଓ ସେ କେବେ ଆଉ ଦିନର ଆଲୋକ ଦେଖି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସେ ଆପଣା ପୂର୍ବପୁରୁଷଗଣ ନିକଟକୁ ଯିବ; ସେମାନେ କଦାପି ଦୀପ୍ତି ଦେଖିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତଥାପି ସେ ଆପଣା ପୂର୍ବପୁରୁଷଗଣ ନିକଟକୁ ଯିବ; ସେମାନେ କଦାଚ ଦୀପ୍ତି ଦେଖିବେ ନାହିଁ।