Psalms 49:20 — Compare Translations
5 translations compared side by side
Odia - 1840
"ଲୋକମାନେ ବିତ୍ତଶାଳୀ ହାଇପୋରନ୍ତି, ତଥାପି ସମାନେେ ବୁଝିପାରନ୍ତି ନାହିଁ ୟେ ସମାନେେ ମଧ୍ଯ ପଶୁଭଳି ମୃତ୍ଯୁବରଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ମନୁଷ୍ୟ ଐଶ୍ଵର୍ଯ୍ୟଶାଳୀ ହୋଇ ବିବେଚନା ନ କରେ, ସେ ବିନାଶ୍ୟ ପଶୁ ତୁଲ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ବିତ୍ତଶାଳୀ ହୋଇପାରନ୍ତି, ତଥାପି ସେମାନେ ବୁଝିପାରନ୍ତି ନାହିଁ ଯେ, ସେମାନେ ମଧ୍ୟ ପଶୁଭଳି ମୃତ୍ୟୁବରଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ମନୁଷ୍ୟ ଐଶ୍ୱର୍ଯ୍ୟଶାଳୀ ହୋଇ ବିବେଚନା ନ କରେ, ସେ ବିନାଶ୍ୟ ପଶୁ ତୁଲ୍ୟ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ମନୁଷ୍ୟ ଐଶ୍ୱର୍ଯ୍ୟଶାଳୀ ହୋଇ ବିବେଚନା ନ କରେ, ସେ ବିନାଶ୍ୟ ପଶୁ ତୁଲ୍ୟ।