Psalms 49:3 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭକୁ ଅତି ଜ୍ଞାନଗର୍ଭକ ଓ ବୁଦ୍ଧିମାନର କଥା କହିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ମୁଖ ଜ୍ଞାନର କଥା କହିବ ଓ ମୋʼ ଅନ୍ତଃକରଣର ଧ୍ୟାନ ବୁଦ୍ଧିବିଷୟକ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ଅତି ଜ୍ଞାନଗର୍ଭକ ଓ ବୁଦ୍ଧିମାନର କଥା କହିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ମୁଖ ଜ୍ଞାନର କଥା କହିବ ଓ ମୋʼ ଅନ୍ତଃକରଣର ଧ୍ୟାନ ବୁଦ୍ଧି ବିଷୟକ ହେବ।
Odia IRV 2017 (ଓଡିଆ ବାଇବେଲ)
ମୋହର ମୁଖ ଜ୍ଞାନର କଥା କହିବ ଓ ମୋ’ ଅନ୍ତଃକରଣର ଧ୍ୟାନ ବୁଦ୍ଧି ବିଷୟକ ହେବ।