Psalms 49:4 — Compare Translations
5 translations compared side by side
Odia - 1840
"ମୁଁ ସେ ସବୁ ୟେ ଶୁଣି ଅଛି ଓ ବର୍ତ୍ତମାନ ମୁଁ ସେ ସବୁକୁ ମାରେ ବୀଣାବାଦନ ସହିତ ଗାଯନ କରିବି ଏବଂ ତୁମ୍ଭ ନିକଟରେ ସହେି ଗୁଢ଼ ବିଷଯସବୁ ପ୍ରକାଶ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; ମୁଁ ବୀଣାଯନ୍ତ୍ରରେ ଆପଣା ଗୂଢ଼ ବିଷୟ ବ୍ୟାଖ୍ୟା କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସେ ସବୁ ଯେ ଶୁଣି ଅଛି ଓ ବର୍ତ୍ତମାନ ମୁଁ ସେ ସବୁକୁ ମୋର ବୀଣାବାଦନ ସହିତ ଗାୟନ କରିବି ଏବଂ ତୁମ୍ଭ ନିକଟରେ ସେହି ଗୁଢ଼ ବିଷୟସବୁ ପ୍ରକାଶ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; ମୁଁ ବୀଣା ଯନ୍ତ୍ରରେ ଆପଣା ଗୁପ୍ତ ବିଷୟ ବ୍ୟାଖ୍ୟା କରିବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; ମୁଁ ବୀଣାଯନ୍ତ୍ରରେ ଆପଣା ଗୁପ୍ତ ବିଷୟ ବ୍ୟାଖ୍ୟା କରିବି।