Psalms 49:5 — Compare Translations
5 translations compared side by side
Odia - 1840
"ୟଦି ବିପଦ ପଡ଼େ ମୁଁ କାହିଁକି ଭୟଭୀତ ହବେି। ୟଦି ଦୁଷ୍ଟ ଲୋକମାନେ ମାରେ ଚାରିକଡ଼ରେ ଘରେିୟାଇ ମାେତେ ୟନ୍ତାରେ ପକାଇବାକୁ ଚେଷ୍ଟା କରନ୍ତି, ସଠାେରେ ମଧ୍ଯ ମାରେ ଭୟ କରିବାର କୌଣସି କାରଣ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ଅଧର୍ମ ମୋʼ ଗୋଇଠି ପାଖରେ ମୋତେ ଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି?
Odia Bible ERV 2004 (ପବିତ୍ର ବାଇବଲ)
ଯଦି ବିପଦ ପଡ଼େ ମୁଁ କାହିଁକି ଭୟଭୀତ ହେବି? ଯଦି ଦୁଷ୍ଟ ଲୋକମାନେ ମୋର ଗ୍ଭରିକଡ଼ରେ ଘେରିଯାଇ ମୋତେ ଯନ୍ତାରେ ପକାଇବାକୁ ଚେଷ୍ଟା କରନ୍ତି, ସେଠାରେ ମଧ୍ୟ ମୋର ଭୟ କରିବାର କୌଣସି କାରଣ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ଅଧର୍ମ ମୋʼ ଗୋଇଠି ପାଖରେ ମୋତେ ଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି?
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ଅଧର୍ମ ମୋ’ ଗୋଇଠି ପାଖରେ ମୋତେ ଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି?