Psalms 49:6 — Compare Translations
5 translations compared side by side
Odia - 1840
"ଅନକେ ଲୋକ ଭାବନ୍ତି ସମାନଙ୍କେର ଧନ ଓ ବଳ ସମାନଙ୍କେୁ ରକ୍ଷା କରିବ କିନ୍ତୁ ସହେି ଲୋକମାନେ ମୂର୍ଖ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ଅନେକ ଲୋକ ଭାବନ୍ତି ସେମାନଙ୍କର ଧନ ଓ ବଳ ସେମାନଙ୍କୁ ରକ୍ଷା କରିବ କିନ୍ତୁ ସେହି ଲୋକମାନେ ମୂର୍ଖ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି;
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି;