Psalms 49:7 — Compare Translations
5 translations compared side by side
Odia - 1840
"କହେି ମନୁଷ୍ଯ ବନ୍ଧୁ ତୁମ୍ଭକୁ ବଞ୍ଚାଇପାରିବେ ନାହିଁ କି ତୁମ୍ଭେ ପରମେଶ୍ବରଙ୍କୁ ଲାଞ୍ଚ ଦଇପୋରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ ହେବା ପାଇଁ, କ୍ଷୟ ନ ଦେଖିବା ପାଇଁ କୌଣସିମତେ ତାହାକୁ ମୁକ୍ତ କରି ନ ପାରେ ।
Odia Bible ERV 2004 (ପବିତ୍ର ବାଇବଲ)
ନିଜର ବନ୍ଧୁ ତୁମ୍ଭକୁ ବଞ୍ଚାଇ ପାରିବେ ନାହିଁ କି ତୁମ୍ଭେ ପରମେଶ୍ୱରଙ୍କୁ ଲାଞ୍ଚ ଦେଇ ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ ହେବା ପାଇଁ, କ୍ଷୟ ନ ଦେଖିବା ପାଇଁ କୌଣସିମତେ ତାହାକୁ ମୁକ୍ତ କରି ନ ପାରେ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ ହେବା ପାଇଁ, କ୍ଷୟ ନ ଦେଖିବା ପାଇଁ କୌଣସିମତେ ତାହାକୁ ମୁକ୍ତ କରି ନ ପାରେ।