Psalms 49:8 — Compare Translations
5 translations compared side by side
Odia - 1840
"ଏମିତି କୌଣସି ବ୍ଯକ୍ତି ନାହିଁ ୟିଏ ଅଧିକ ଧନ ଦଇେ ତା'ର ଜୀବନକୁ ପ୍ରାଯାଶ୍ଚିତ କରିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଅବା ତାହା ପାଇଁ ପରମେଶ୍ଵରଙ୍କୁ କୌଣସି ପ୍ରାୟଶ୍ଚିତ୍ତ ଦେଇ ନ ପାରେ;
Odia Bible ERV 2004 (ପବିତ୍ର ବାଇବଲ)
ଏମିତି କୌଣସି ବ୍ୟକ୍ତି ନାହିଁ ଯିଏ ଅଧିକ ଧନ ଦେଇ ତା’ର ଜୀବନକୁ ପ୍ରାୟାଶ୍ଚିତ କରି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିଅବା ତାହା ପାଇଁ ପରମେଶ୍ୱରଙ୍କୁ କୌଣସି ପ୍ରାୟଶ୍ଚିତ୍ତ ଦେଇ ନ ପାରେ;
Odia IRV 2017 (ଓଡିଆ ବାଇବେଲ)
କିଅବା ତାହା ପାଇଁ ପରମେଶ୍ୱରଙ୍କୁ କୌଣସି ପ୍ରାୟଶ୍ଚିତ୍ତ ଦେଇ ନ ପାରେ;