Psalms 49:9 — Compare Translations
5 translations compared side by side
Odia - 1840
"କୌଣସି ବ୍ଯକ୍ତିର ନିକଟରେ ଏବେ ଧନ ନାହିଁ ୟେ ସେ ଚିରଦିନ ବଞ୍ଚିବା ପାଇଁ ସବୁ ଜିନିଷ ଧନରେ କିଣି ପାରିବ ଓ ତା'ର ଶରୀରକୁ ରକ୍ଷା କରିପାରିବ, ୟାହାକି କବର ମଧ୍ୟରେ ନଷ୍ଟ ହାଇେଥିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ ଓ ଅନନ୍ତକାଳ ଅସାଧ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
କୌଣସି ବ୍ୟକ୍ତିର ନିକଟରେ ଏବେ ଧନ ନାହିଁ ଯେ, ସେ ଚିରଦିନ ବଞ୍ଚିବା ପାଇଁ ସବୁ ଜିନିଷ ଧନରେ କିଣି ପାରିବ ଓ ତା’ର ଶରୀରକୁ ରକ୍ଷା କରି ପାରିବ, ଯାହାକି କବର ମଧ୍ୟରେ ନଷ୍ଟ ହୋଇଥିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ ଓ ଅନନ୍ତକାଳ ଅସାଧ୍ୟ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ ଓ ଅନନ୍ତକାଳ ଅସାଧ୍ୟ।