Psalms 5:1 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ ମାରେ କଥା ଶୁଣନ୍ତୁ। ବୁଝିବାକୁ ଚେଷ୍ଟା କରନ୍ତୁ ମୁଁ କ'ଣ କରିବାକୁ ଚାହୁଁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ବଂଶୀ ଯନ୍ତ୍ରରେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୋʼ ବାକ୍ୟରେ କର୍ଣ୍ଣ ଦିଅ, ମୋହର କାକୂକ୍ତି ବିବେଚନା କର ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବୀଣା ବାଦକଙ୍କ ଉଦ୍ଦେଶ୍ୟରେ ଦାଉଦଙ୍କର ଗୀତ। ହେ ସଦାପ୍ରଭୁ ମୋର କଥା ଶୁଣନ୍ତୁ। ବୁଝିବାକୁ ଚେଷ୍ଟା କରନ୍ତୁ ମୁଁ କ’ଣ କରିବାକୁ ଗ୍ଭହୁଁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୋʼ ବାକ୍ୟରେ କର୍ଣ୍ଣ ଦିଅ, ମୋହର କାକୂକ୍ତି ବିବେଚନା କର।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୋ’ ବାକ୍ୟରେ କର୍ଣ୍ଣ ଦିଅ, ମୋହର କାକୂକ୍ତି ବିବେଚନା କର।