Psalms 5:10 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର ସମାନଙ୍କେୁ ଶାସ୍ତି ଦିଅ। ସମାନେେ ବାନ୍ଧିଥିବା ଫାଶରେ ସମାନଙ୍କେୁ ପକାଇ ଦିଅ। ସମାନେେ ତୁମ୍ଭର ବିରୁଦ୍ଧାଚରଣ କରିଛନ୍ତି, ତଣେୁ ସମାନଙ୍କେର ଅନକେ ଅପରାଧ ପାଇଁ ସମାନଙ୍କେୁ ଶାସ୍ତି ବିଧାନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ସେମାନଙ୍କୁ ଦୋଷୀ କର; ସେମାନେ ଆପଣାମାନଙ୍କ ମନ୍ତ୍ରଣା ଦ୍ଵାରା ପତିତ ହେଉନ୍ତୁ; ସେମାନଙ୍କ ଅପରାଧର ବାହୁଲ୍ୟରେ ସେମାନଙ୍କୁ ତଡ଼ି ଦିଅ; କାରଣ ସେମାନେ ତୁମ୍ଭ ପ୍ରତିକୂଳରେ ବିଦ୍ରୋହ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର ସେମାନଙ୍କୁ ଶାସ୍ତି ଦିଅ। ସେମାନେ ବାନ୍ଧିଥିବା ଫାଶରେ ସେମାନଙ୍କୁ ପକାଇ ଦିଅ। ସେମାନେ ତୁମ୍ଭର ବିରୁଦ୍ଧାଚରଣ କରିଛନ୍ତି, ତେଣୁ ସେମାନଙ୍କର ଅନେକ ଅପରାଧ ପାଇଁ ସେମାନଙ୍କୁ ଶାସ୍ତି ବିଧାନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ସେମାନଙ୍କୁ ଦୋଷୀ କର; ସେମାନେ ଆପଣାମାନଙ୍କ ମନ୍ତ୍ରଣା ଦ୍ୱାରା ପତିତ ହେଉନ୍ତୁ; ସେମାନଙ୍କ ଅପରାଧର ବାହୁଲ୍ୟରେ ସେମାନଙ୍କୁ ତଡ଼ି ଦିଅ; କାରଣ ସେମାନେ ତୁମ୍ଭ ପ୍ରତିକୂଳରେ ବିଦ୍ରୋହ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ସେମାନଙ୍କୁ ଦୋଷୀ କର; ସେମାନେ ଆପଣାମାନଙ୍କ ମନ୍ତ୍ରଣା ଦ୍ୱାରା ପତିତ ହେଉନ୍ତୁ; ସେମାନଙ୍କ ଅପରାଧର ବାହୁଲ୍ୟରେ ସେମାନଙ୍କୁ ତଡ଼ି ଦିଅ; କାରଣ ସେମାନେ ତୁମ୍ଭ ପ୍ରତିକୂଳରେ ବିଦ୍ରୋହ କରିଅଛନ୍ତି।