Psalms 5:11 — Compare Translations
5 translations compared side by side
Odia - 1840
"କିନ୍ତୁ ଯେଉଁମାନେ ପରମେଶ୍ବରଙ୍କ ଉପରେ ବିଶ୍ବାସ ରଖନ୍ତି, ସମାନେେ ସୁଖରେ ରୁହନ୍ତି ଏବଂ ସମାନେେ ଚିରଦିନ ପାଇଁ ସୁଖରେ ରୁହନ୍ତି। ପରମେଶ୍ବର ତୁମ୍ଭେ ଆପଣା ଲୋକମାନଙ୍କୁ ରକ୍ଷା କର ଏବଂ ଯେଉଁମାନେ ତୁମ୍ଭର ନାମର ପ୍ରଶଂସା କରନ୍ତି, ସମାନଙ୍କେୁ ଅଧିକ ଶକ୍ତି ପ୍ରଦାନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭର ଶରଣାଗତ ଲୋକ ସମସ୍ତେ ଆନନ୍ଦ କରନ୍ତୁ, ସେମାନେ ଆନନ୍ଦ ସକାଶୁ ସର୍ବଦା ଜୟଧ୍ଵନି କରନ୍ତୁ, କାରଣ ତୁମ୍ଭେ ସେମାନଙ୍କୁ ରକ୍ଷା କରୁଅଛ; ଆହୁରି, ଯେଉଁମାନେ ତୁମ୍ଭ ନାମକୁ ପ୍ରେମ କରନ୍ତି, ସେମାନେ ତୁମ୍ଭଠାରେ ଉଲ୍ଲସିତ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯେଉଁମାନେ ପରମେଶ୍ୱରଙ୍କ ଉପରେ ବିଶ୍ୱାସ ରଖନ୍ତି, ସେମାନେ ସୁଖରେ ରୁହନ୍ତି ଏବଂ ସେମାନେ ଚିରଦିନ ପାଇଁ ସୁଖରେ ରୁହନ୍ତି। ପରମେଶ୍ୱର ତୁମ୍ଭେ ଆପଣା ଲୋକମାନଙ୍କୁ ରକ୍ଷା କର ଏବଂ ଯେଉଁମାନେ ତୁମ୍ଭର ନାମର ପ୍ରଶଂସା କରନ୍ତି, ସେମାନଙ୍କୁ ଅଧିକ ଶକ୍ତି ପ୍ରଦାନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭର ଶରଣାଗତ ଲୋକ ସମସ୍ତେ ଆନନ୍ଦ କରନ୍ତୁ; ସେମାନେ ଆନନ୍ଦ ସକାଶୁ ସର୍ବଦା ଜୟଧ୍ୱନି କରନ୍ତୁ; କାରଣ ତୁମ୍ଭେ ସେମାନଙ୍କୁ ରକ୍ଷା କରୁଅଛ; ଆହୁରି, ଯେଉଁମାନେ ତୁମ୍ଭ ନାମକୁ ପ୍ରେମ କରନ୍ତି, ସେମାନେ ତୁମ୍ଭଠାରେ ଉଲ୍ଲସିତ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭର ଶରଣାଗତ ଲୋକ ସମସ୍ତେ ଆନନ୍ଦ କରନ୍ତୁ; ସେମାନେ ଆନନ୍ଦ ସକାଶୁ ସର୍ବଦା ଜୟଧ୍ୱନି କରନ୍ତୁ; କାରଣ ତୁମ୍ଭେ ସେମାନଙ୍କୁ ରକ୍ଷା କରୁଅଛ; ଆହୁରି, ଯେଉଁମାନେ ତୁମ୍ଭ ନାମକୁ ପ୍ରେମ କରନ୍ତି, ସେମାନେ ତୁମ୍ଭଠାରେ ଉଲ୍ଲସିତ ହେଉନ୍ତୁ।