Psalms 5:12 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ ଯେତବେେଳେ ତୁମ୍ଭେ ଧାର୍ମିକ ଲୋକମାନଙ୍କୁ ଆନନ୍ଦ ପ୍ରଦାନ କର, ତୁମ୍ଭେ ସମାନଙ୍କେୁ ବିରାଟ ଢ଼ାଲ ସଦୃଶ ସମସ୍ତ କୁକାର୍ୟ୍ଯରୁ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ତୁମ୍ଭେ ଧାର୍ମିକକୁ ଆଶୀର୍ବାଦ କରିବ; ହେ ସଦାପ୍ରଭୋ, ତୁମ୍ଭେ ତାହାକୁ ଢାଲ ପରି ଅନୁଗ୍ରହରେ ବେଷ୍ଟନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ ଯେତେବେଳେ ତୁମ୍ଭେ ଧାର୍ମିକ ଲୋକମାନଙ୍କୁ ଆନନ୍ଦ ପ୍ରଦାନ କର, ତୁମ୍ଭେ ସେମାନଙ୍କୁ ବିରାଟ ଢାଲ ସଦୃଶ ସମସ୍ତ କୁକାର୍ଯ୍ୟରୁ ରକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ତୁମ୍ଭେ ଧାର୍ମିକକୁ ଆଶୀର୍ବାଦ କରିବ; ହେ ସଦାପ୍ରଭୋ, ତୁମ୍ଭେ ତାହାକୁ ଢାଲ ପରି ଅନୁଗ୍ରହରେ ବେଷ୍ଟନ କରିବ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ତୁମ୍ଭେ ଧାର୍ମିକକୁ ଆଶୀର୍ବାଦ କରିବ; ହେ ସଦାପ୍ରଭୁ, ତୁମ୍ଭେ ତାହାକୁ ଢାଲ ପରି ଅନୁଗ୍ରହରେ ବେଷ୍ଟନ କରିବ।