Psalms 5:2 — Compare Translations

5 translations compared side by side

Odia - 1840
"ହେ ମାରେ ପରମେଶ୍ବର ଓ ରାଜା ମାରେ ପ୍ରାର୍ଥନା ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ରାଜନ୍, ହେ ମୋହର ପରମେଶ୍ଵର, ମୋହର ଆର୍ତ୍ତରବରେ ମନୋଯୋଗ କର; କାରଣ ତୁମ୍ଭ ନିକଟରେ ମୁଁ ପ୍ରାର୍ଥନା କରେ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପରମେଶ୍ୱର ଓ ରାଜା ମୋର ପ୍ରାର୍ଥନା ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ରାଜନ୍‍, ହେ ମୋହର ପରମେଶ୍ୱର, ମୋହର ଆର୍ତ୍ତରବରେ ମନୋଯୋଗ କର, କାରଣ ତୁମ୍ଭ ନିକଟରେ ମୁଁ ପ୍ରାର୍ଥନା କରେ।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ରାଜନ୍‍, ହେ ମୋହର ପରମେଶ୍ୱର, ମୋହର ଆର୍ତ୍ତରବରେ ମନୋଯୋଗ କର, କାରଣ ତୁମ୍ଭ ନିକଟରେ ମୁଁ ପ୍ରାର୍ଥନା କରେ।