Psalms 5:4 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ତୁମ୍ଭେ କବେେ ମନ୍ଦ କାର୍ୟ୍ଯ ପସନ୍ଦ କର ନାହିଁ। କାରଣ ମନ୍ଦ କାର୍ୟ୍ଯ ସହ ତୁମ୍ଭର କୌଣସି ସମ୍ପର୍କ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେ ଦୁଷ୍ଟତାରେ ସନ୍ତୁଷ୍ଟ ପରମେଶ୍ଵର ନୁହଁ; ମନ୍ଦ ତୁମ୍ଭ ସଙ୍ଗେ ପ୍ରବାସ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭେ କେବେ ମନ୍ଦକାର୍ଯ୍ୟ ପସନ୍ଦ କର ନାହିଁ। କାରଣ ମନ୍ଦକାର୍ଯ୍ୟ ସହ ତୁମ୍ଭର କୌଣସି ସମ୍ପର୍କ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେ ଦୁଷ୍ଟତାରେ ସନ୍ତୁଷ୍ଟ ପରମେଶ୍ୱର ନୁହଁ; ମନ୍ଦ ତୁମ୍ଭ ସଙ୍ଗେ ପ୍ରବାସ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେ ଦୁଷ୍ଟତାରେ ସନ୍ତୁଷ୍ଟ ପରମେଶ୍ୱର ନୁହଁ; ମନ୍ଦ ତୁମ୍ଭ ସଙ୍ଗେ ପ୍ରବାସ କରିବ ନାହିଁ।