Psalms 5:6 — Compare Translations

5 translations compared side by side

Odia - 1840
"ଯେଉଁମାନେ ମିଥ୍ଯା କହନ୍ତି, ତୁମ୍ଭେ ସମାନଙ୍କେୁ ବିନାଶ କରିବ। ତୁମ୍ଭେ ସହେି ଲୋକମାନଙ୍କୁ ଘୃଣା କର ଯେଉଁମାନେ ଅନ୍ୟ ଲୋକମାନଙ୍କୁ ଆଘାତ କରିବାକୁ ଗୋପନ ଷଡ଼ୟନ୍ତ୍ର କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମିଥ୍ୟାବାଦୀମାନଙ୍କୁ ବିନାଶ କରିବ; ସଦାପ୍ରଭୁ ରକ୍ତପିପାସୁ ଓ ପ୍ରବଞ୍ଚକ ଲୋକକୁ ଘୃଣା କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ମିଥ୍ୟା କହନ୍ତି, ତୁମ୍ଭେ ସେମାନଙ୍କୁ ବିନାଶ କରିବ। ତୁମ୍ଭେ ସେହି ଲୋକମାନଙ୍କୁ ଘୃଣା କର, ଯେଉଁମାନେ ଅନ୍ୟ ଲୋକମାନଙ୍କୁ ଆଘାତ କରିବାକୁ ଗୋପନରେ ଷଡ଼ଯନ୍ତ୍ର କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମିଥ୍ୟାବାଦୀମାନଙ୍କୁ ବିନାଶ କରିବ; ସଦାପ୍ରଭୁ ହତ୍ୟାକାରୀ ଓ ପ୍ରବଞ୍ଚକ ଲୋକକୁ ଘୃଣା କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମିଥ୍ୟାବାଦୀମାନଙ୍କୁ ବିନାଶ କରିବ; ସଦାପ୍ରଭୁ ହତ୍ୟାକାରୀ ଓ ପ୍ରବଞ୍ଚକ ଲୋକକୁ ଘୃଣା କରନ୍ତି।