Psalms 5:7 — Compare Translations

5 translations compared side by side

Odia - 1840
"କିନ୍ତୁ ସଦାପ୍ରଭୁ ତୁମ୍ଭର ଅସୀମ କରୁଣା ୟୋଗୁ। ମୁଁ ନିଶ୍ଚଯ ତୁମ୍ଭ ପବିତ୍ର ମନ୍ଦିରରେ ପହଞ୍ଚିବି। ମୁଁ ନତମସ୍ତକରେ ତୁମ୍ଭର ସହେି ପବିତ୍ର ମନ୍ଦିରରେ ତୁମ୍ଭକୁ ଭୟ ଭକ୍ତି ଓ ସମ୍ମାନର ସହିତ ଉପାସନା କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ ତୁମ୍ଭ ଗୃହକୁ ଆସିବି; ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସଦାପ୍ରଭୁ ତୁମ୍ଭର ଅସୀମ କରୁଣା ଯୋଗୁଁ, ମୁଁ ନିଶ୍ଚୟ ତୁମ୍ଭ ପବିତ୍ର ମନ୍ଦିରରେ ପହଞ୍ଚିବି। ମୁଁ ନତମସ୍ତକରେ ତୁମ୍ଭର ସେହି ପବିତ୍ର ମନ୍ଦିରରେ ତୁମ୍ଭକୁ ଭୟ ଭକ୍ତି ଓ ସମ୍ମାନର ସହିତ ଉପାସନା କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ, ତୁମ୍ଭ ଗୃହକୁ ଆସିବି; ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ, ତୁମ୍ଭ ଗୃହକୁ ଆସିବି; ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି।