Psalms 5:8 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ ମାେତେ ତୁମ୍ଭର ଧର୍ମ ପଥରେ ପ୍ରଦର୍ଶନ କର। ଲୋକମାନେ ମାରେ ଦୁର୍ବଳତାକୁ ଚାହିଁ ବସିଛନ୍ତି। ତଣେୁ ମାେତେ ଉଚିତ ମାର୍ଗ ପ୍ରଦର୍ଶନ କରି ଧର୍ମ ପଥରେ କଢ଼ାଇ ନିଅ। ମାରେ ପଥକୁ ସରଳ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମୋʼ ଶତ୍ରୁଗଣ ସକାଶୁ ତୁମ୍ଭେ ଆପଣା ଧର୍ମଗୁଣରେ ମୋତେ ପଥ କଢ଼ାଇ ନିଅ; ମୋʼ ସମ୍ମୁଖରେ ତୁମ୍ଭର ପଥ ସରଳ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ ମୋତେ ତୁମ୍ଭର ଧର୍ମ ପଥରେ ପ୍ରଦର୍ଶନ କର। ଲୋକମାନେ ମୋର ଦୁର୍ବଳତାକୁ ଗ୍ଭହିଁ ବସିଛନ୍ତି। ତେଣୁ ମୋତେ ଉଚିତ୍ ମାର୍ଗ ପ୍ରଦର୍ଶନ କରି ଧର୍ମ ପଥରେ କଢ଼ାଇ ନିଅ, ଓ ମୋର ପଥକୁ ସରଳ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୋʼ ଶତ୍ରୁଗଣ ସକାଶୁ ତୁମ୍ଭେ ଆପଣା ଧର୍ମଗୁଣରେ ମୋତେ ପଥ କଢ଼ାଇ ନିଅ; ମୋʼ ସମ୍ମୁଖରେ ତୁମ୍ଭର ପଥ ସରଳ କର।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୋ’ ଶତ୍ରୁଗଣ ସକାଶୁ ତୁମ୍ଭେ ଆପଣା ଧର୍ମଗୁଣରେ ମୋତେ ପଥ କଢ଼ାଇ ନିଅ; ମୋ’ ସମ୍ମୁଖରେ ତୁମ୍ଭର ପଥ ସରଳ କର।