Psalms 5:9 — Compare Translations
5 translations compared side by side
Odia - 1840
"ସହେି ଲୋକମାନେ କବେେ ସତ୍ଯ କଥା କହନ୍ତି ନାହିଁ। ସମାନେେ ସବୁ ମିଥ୍ଯାବାଦୀ, ସତ୍ଯକୁ ଗୋପନ ରଖନ୍ତି। ସମାନଙ୍କେର ପାଟି ଏକ କବର ସ୍ବରୂପ। ସମାନେେ ଅନାବୃତ ମଧୁର କଥା କହି ଲୋକଙ୍କୁ ବିପଥଗାମୀ କରନ୍ତି ଓ ସମାନଙ୍କେ ଉଦ୍ଦେଶ୍ଯ ହେଲା ଅନ୍ୟ ଲୋକଙ୍କୁ ଫାନ୍ଦରେ ପକାଇବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନଙ୍କ ମୁଖରେ କିଛି ବିଶ୍ଵସ୍ତତା ନାହିଁ; ସେମାନଙ୍କ ଅନ୍ତଃକରଣ ଦୁଷ୍ଟତାମୟ; ସେମାନଙ୍କ ଗଳାର ନଳୀ ଅନାବୃତ କବର ସ୍ଵରୂପ; ସେମାନେ ଜିହ୍ଵାରେ ଚାଟୁବାଦ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ କେବେ ସତ୍ୟ କଥା କହନ୍ତି ନାହିଁ। ସେମାନେ ସବୁ ମିଥ୍ୟାବାଦୀ, ସତ୍ୟକୁ ଗୋପନ ରଖନ୍ତି। ସେମାନଙ୍କର ପାଟି ଏକ କବର ସ୍ୱରୂପ। ଓ ସେମାନଙ୍କ ଉଦ୍ଦେଶ୍ୟ ହେଲା ଅନ୍ୟ ଲୋକଙ୍କୁ ଫାନ୍ଦରେ ପକାଇବା, ସେମାନେ ଅନାବୃତ ମଧୁର କଥା କହି ଲୋକଙ୍କୁ ବିପଥଗାମୀ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନଙ୍କ ମୁଖରେ କିଛି ବିଶ୍ୱସ୍ତତା ନାହିଁ; ସେମାନଙ୍କ ଅନ୍ତଃକରଣ ଦୁଷ୍ଟତାମୟ; ସେମାନଙ୍କ ଗଳାର ନଳୀ ଅନାବୃତ କବର ସ୍ୱରୂପ; ସେମାନେ ଜିହ୍ୱାରେ ଚାଟୁବାଦ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନଙ୍କ ମୁଖରେ କିଛି ବିଶ୍ୱସ୍ତତା ନାହିଁ; ସେମାନଙ୍କ ଅନ୍ତଃକରଣ ଦୁଷ୍ଟତାମୟ; ସେମାନଙ୍କ ଗଳାର ନଳୀ ଅନାବୃତ କବର ସ୍ୱରୂପ; ସେମାନେ ଜିହ୍ୱାରେ ଚାଟୁବାଦ କରନ୍ତି।