Psalms 50:1 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ପରମେଶ୍ବରଙ୍କର ବାକ୍ଯଗୁଡ଼ିକ ବିଷଯରେ କହିଛନ୍ତି। ସେ ପୃଥିବୀର ସମସ୍ତ ଲୋକମାନଙ୍କୁ ଏକତ୍ରୀତ କରନ୍ତି ଏବଂ ସକାଳରୁ ସନ୍ଧ୍ଯା ପର୍ୟ୍ଯନ୍ତ ସମାନଙ୍କେୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆସଫର ଗୀତ । ପରମେଶ୍ଵର, ସଦାପ୍ରଭୁ ପରମେଶ୍ଵର କଥା କହିଅଛନ୍ତି ଯିଶା.୯:୬ ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସେ ପୃଥିବୀକି ଆହ୍ଵାନ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆସଫ୍ର ଗୋଟିଏ ଗୀତ। ସଦାପ୍ରଭୁ ପରମେଶ୍ୱର କହିଛନ୍ତି। ସେ ପୃଥିବୀର ସମସ୍ତ ଲୋକମାନଙ୍କୁ ଏକତ୍ରିତ କରନ୍ତି ଏବଂ ସକାଳରୁ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର କଥା କହିଅଛନ୍ତି ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସେ ପୃଥିବୀକୁ ଆହ୍ୱାନ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର କଥା କହିଅଛନ୍ତି ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସେ ପୃଥିବୀକୁ ଆହ୍ୱାନ କରିଅଛନ୍ତି।