Psalms 50:10 — Compare Translations
5 translations compared side by side
Odia - 1840
"ମୁଁ ସହେି ପଶୁମାନଙ୍କୁ ଚା ହେଁ ନାହିଁ। ଜଙ୍ଗଲରେ ଥିବା ସମସ୍ତ ପଶୁମାନେ ମାରେ ଅଟନ୍ତି। ହଜାର ହଜାର ପଶୁ ଯେଉଁମାନେ ପର୍ବତରେ ଥାଆନ୍ତି ସମାନଙ୍କେର ମାଲିକ ମୁଁ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ବନସ୍ଥ ପ୍ରତ୍ୟେକ ଜନ୍ତୁ ଓ ସହସ୍ର ସହସ୍ର ପର୍ବତସ୍ଥ ପଶୁ ଆମ୍ଭର ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସେହି ପଶୁମାନଙ୍କୁ ଗ୍ଭହେଁ ନାହିଁ। ଜଙ୍ଗଲରେ ଥିବା ସମସ୍ତ ପଶୁମାନେ ମୋର ଅଟନ୍ତି। ହଜାର ହଜାର ପଶୁ ଯେଉଁମାନେ ପର୍ବତରେ ଥା’ନ୍ତି ସେମାନଙ୍କର ମାଲିକ ମୁଁ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ବନସ୍ଥ ପ୍ରତ୍ୟେକ ଜନ୍ତୁ ଓ ସହସ୍ର ସହସ୍ର ପର୍ବତସ୍ଥ ପଶୁ ଆମ୍ଭର।
Odia IRV 2017 (ଓଡିଆ ବାଇବେଲ)
କାରଣ ବନସ୍ଥ ପ୍ରତ୍ୟେକ ଜନ୍ତୁ ଓ ସହସ୍ର ସହସ୍ର ପର୍ବତସ୍ଥ ପଶୁ ଆମ୍ଭର।