Psalms 50:11 — Compare Translations
5 translations compared side by side
Odia - 1840
"ମୁଁ ଅତିଉଚ୍ଚ ପର୍ବତରେ ଉଠୁଥିବା ପକ୍ଷୀକୁ ଜାଣେ। ଖାେଲା ଦେଶ ଭିତରେ ସମସ୍ତ ପଶୁଗୁଡ଼ିକ ବାସ କରୁଥିବା ମାରେ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ପର୍ବତମାନର ସମସ୍ତ ପକ୍ଷୀକି ଜାଣୁ ଓ ବିଲର ପଶୁସବୁ ଆମ୍ଭର ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଅତିଉଚ୍ଚ ପର୍ବତରେ ଉଠୁଥିବା ପକ୍ଷୀକୁ ଜାଣେ। ଖୋଲା ଦେଶ ଭିତରେ ସମସ୍ତ ପଶୁଗୁଡ଼ିକ ବାସ କରୁଥିବା ମୋର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ପର୍ବତମାନର ସମସ୍ତ ପକ୍ଷୀକୁ ଜାଣୁ ଓ ବିଲର ପଶୁସବୁ ଆମ୍ଭର।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ପର୍ବତମାନର ସମସ୍ତ ପକ୍ଷୀକୁ ଜାଣୁ ଓ ବିଲର ପଶୁସବୁ ଆମ୍ଭର।