Psalms 50:12 — Compare Translations

5 translations compared side by side

Odia - 1840
"ମୁଁ ଭୋକିଲା ନୁହେଁ, ୟଦି ମୁଁ ଭୋକିଲା ଥାନ୍ତି, କବେେ ହେଲେ ତୁମ୍ଭକୁ ଖାଦ୍ୟ ମାଗି ନ ଥାନ୍ତି। ମୁଁ ଏହି ପୃଥିବୀର ମାଲିକ ଓ ତହିଁର ପୂର୍ଣ୍ଣତା ମାରେ ଅଧୀନ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ କ୍ଷୁଧିତ ହେଲେ, ତୁମ୍ଭକୁ ଜଣାଇବା ନାହିଁ; କାରଣ ଜଗତ ଓ ତହିଁର ପୂର୍ଣ୍ଣତା ଆମ୍ଭର ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଭୋକିଲା ନୁହେଁ, ଯଦି ମୁଁ ଭୋକିଲା ଥା’ନ୍ତି, କେବେହେଲେ ତୁମ୍ଭକୁ ଖାଦ୍ୟ ମାଗି ନ ଥା’ନ୍ତି। ମୁଁ ଏହି ପୃଥିବୀର ମାଲିକ ଓ ତହିଁର ପୂର୍ଣ୍ଣତା ମୋର ଅଧୀନ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ କ୍ଷୁଧିତ ହେଲେ, ତୁମ୍ଭକୁ ଜଣାଇବା ନାହିଁ; କାରଣ ଜଗତ ଓ ତହିଁର ପୂର୍ଣ୍ଣତା ଆମ୍ଭର।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ କ୍ଷୁଧିତ ହେଲେ, ତୁମ୍ଭକୁ ଜଣାଇବା ନାହିଁ; କାରଣ ଜଗତ ଓ ତହିଁର ପୂର୍ଣ୍ଣତା ଆମ୍ଭର।