Psalms 50:14 — Compare Translations
5 translations compared side by side
Odia - 1840
"ସର୍ବୋପରିସ୍ଥ ପରମେଶ୍ବରଙ୍କଠାରେ ତୁମ୍ଭେ ୟାହା ପ୍ରତିଜ୍ଞା କଲ, ତାଙ୍କୁ ଦିଅ। ତୁମ୍ଭର ବଳି ଉତ୍ସର୍ଗ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର;
Odia Bible ERV 2004 (ପବିତ୍ର ବାଇବଲ)
ସର୍ବୋପରିସ୍ଥ ପରମେଶ୍ୱରଙ୍କଠାରେ ତୁମ୍ଭେ ଯାହା ପ୍ରତିଜ୍ଞା କଲ, ତାଙ୍କୁ ଦିଅ। ତୁମ୍ଭର ବଳି ଉତ୍ସର୍ଗ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର;