Psalms 50:15 — Compare Translations

5 translations compared side by side

Odia - 1840
"ପରମେଶ୍ବର କହନ୍ତି, ତୁମ୍ଭେ ବିପଦରେ ପଡ଼ିଥିବା ବେଳେ ଆମ୍ଭକୁ ଡ଼ାକ, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବୁ ଓ ତା'ପରେ ତୁମ୍ଭେ ଆମ୍ଭର ମହିମା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହନ୍ତି, “ତୁମ୍ଭେ ବିପଦରେ ପଡ଼ିଥିବା ବେଳେ ଆମ୍ଭକୁ ଡାକ, ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିବୁ ଓ ତା’ପରେ ତୁମ୍ଭେ ଆମ୍ଭର ମହିମା କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।”