Psalms 50:16 — Compare Translations
5 translations compared side by side
Odia - 1840
"ପରମେଶ୍ବର ଦୁଷ୍ଟ ଲୋକମାନଙ୍କୁ କହନ୍ତି, ତୁମ୍ଭେ ମାରେ ନିଯମ ଓ ବ୍ଯବସ୍ଥା ବିଷଯରେ ଆଲୋଚନା କରିବା ଠିକ୍ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଦୁଷ୍ଟକୁ ପରମେଶ୍ଵର କହନ୍ତି, ଆମ୍ଭର ବିଧି ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା ମୁଖରେ ନେଇଅଛ, ତୁମ୍ଭର କି ଅଧିକାର?
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଦୁଷ୍ଟ ଲୋକମାନଙ୍କୁ କହନ୍ତି, “ତୁମ୍ଭେ ମୋର ନିୟମ ଓ ବ୍ୟବସ୍ଥା ବିଷୟରେ ଆଲୋଚନା କରିବା ଠିକ୍ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଦୁଷ୍ଟକୁ ପରମେଶ୍ୱର କହନ୍ତି, “ଆମ୍ଭର ବିଧି ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା ମୁଖରେ ନେଇଅଛ, ତୁମ୍ଭର କି ଅଧିକାର?
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଦୁଷ୍ଟକୁ ପରମେଶ୍ୱର କହନ୍ତି, “ଆମ୍ଭର ବିଧି ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା ମୁଖରେ ନେଇଅଛ, ତୁମ୍ଭର କି ଅଧିକାର?