Psalms 50:17 — Compare Translations
5 translations compared side by side
Odia - 1840
"କାରଣ ତୁମ୍ଭମାନେେ ଆନନ୍ଦିତ ନୁହଁ, ଯେତବେେଳେ ମୁଁ ତୁମ୍ଭମାନଙ୍କୁ ଦଣ୍ଡିତ କରେ। ତୁମ୍ଭମାନେେ ମାରେ କଥାକୁ ଘୃଣା କର। ତୁମ୍ଭମାନେେ ମାରେ କଥାକୁ ଅବଜ୍ଞା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ତୁମ୍ଭେମାନେ ଆନନ୍ଦିତ ନୁହଁ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ ଦଣ୍ଡିତ କରେ। ତୁମ୍ଭେମାନେ ମୋର କଥାକୁ ଘୃଣା କର ଓ ତୁମ୍ଭେମାନେ ମୋର କଥାକୁ ଅବଜ୍ଞା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ।