Psalms 50:18 — Compare Translations
5 translations compared side by side
Odia - 1840
"ତୁମ୍ଭେ ଗୋଟିଏ ଚୋରକୁ ଦେଖ ଓ ତା'ସହ ଦୌଡ଼ିୟାଇ ମିଶିୟାଅ। ଯେତବେେଳେ ବ୍ଯଭିଚାରୀମାନେ ପାପ କରନ୍ତି, ତୁମ୍ଭେ ଆନନ୍ଦରେ ନାଚି ଉଠ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଚୋରକୁ ଦେଖିଲେ, ତୁମ୍ଭେ ତାହା ସଙ୍ଗେ ସମ୍ମତ ହୋଇଅଛ ଓ ବ୍ୟଭିଚାରୀମାନଙ୍କର ସହଭାଗୀ ହୋଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଗୋଟିଏ ଗ୍ଭେରକୁ ଦେଖ ଓ ତା’ସହ ଦୌଡ଼ିଯାଇ ମିଶିଯାଅ। ଯେତେବେଳେ ବ୍ୟଭିଗ୍ଭରୀମାନେ ପାପ କରନ୍ତି, ତୁମ୍ଭେ ଆନନ୍ଦରେ ନାଚି ଉଠ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଚୋରକୁ ଦେଖିଲେ, ତୁମ୍ଭେ ତାହା ସଙ୍ଗେ ସମ୍ମତ ହୋଇଅଛ ଓ ବ୍ୟଭିଚାରୀମାନଙ୍କର ସହଭାଗୀ ହୋଇଅଛ।
Odia IRV 2017 (ଓଡିଆ ବାଇବେଲ)
ଚୋରକୁ ଦେଖିଲେ, ତୁମ୍ଭେ ତାହା ସଙ୍ଗେ ସମ୍ମତ ହୋଇଅଛ ଓ ବ୍ୟଭିଚାରୀମାନଙ୍କର ସହଭାଗୀ ହୋଇଅଛ।