Psalms 50:19 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ସର୍ବଦା ମନ୍ଦକାର୍ୟ୍ଯ କର ଓ ମିଥ୍ଯା କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମନ୍ଦ ବିଷୟରେ ଆପଣା ମୁଖ ବଢ଼ାଉଅଛ ଓ ତୁମ୍ଭର ଜିହ୍ଵା ପ୍ରବଞ୍ଚନା କଳ୍ପନା କରେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସର୍ବଦା ମନ୍ଦକାର୍ଯ୍ୟ କର ଓ ମିଥ୍ୟା କୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମନ୍ଦ ବିଷୟରେ ଆପଣା ମୁଖ ବଢ଼ାଉଅଛ ଓ ତୁମ୍ଭର ଜିହ୍ୱା ପ୍ରବଞ୍ଚନା କଳ୍ପନା କରେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମନ୍ଦ ବିଷୟରେ ଆପଣା ମୁଖ ବଢ଼ାଉଅଛ ଓ ତୁମ୍ଭର ଜିହ୍ୱା ପ୍ରବଞ୍ଚନା କଳ୍ପନା କରେ।