Psalms 50:2 — Compare Translations

5 translations compared side by side

Odia - 1840
"ପରମ ସୌନ୍ଦର୍ୟ୍ଯମଯୀ ପରମେଶ୍ବର, ବାକ୍ଯସବୁ ସିୟୋନ୍ ପର୍ବତରେ ଥିବା ମନ୍ଦିରରେ କୁହାୟାଏ। ସହେି ମନ୍ଦିର ପର୍ବତକୁ ଶାେଭା ମଣ୍ଡିତ କରିଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୌନ୍ଦର୍ଯ୍ୟର ସିଦ୍ଧି ସ୍ଵରୂପ ସିୟୋନଠାରୁ ପରମେଶ୍ଵର ପ୍ରକାଶିତ ହୋଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମ ସୌନ୍ଦର୍ଯ୍ୟମୟୀ ପରମେଶ୍ୱର, ବାକ୍ୟସବୁ ସିୟୋନ ପର୍ବତରେ ଥିବା ମନ୍ଦିରରେ କୁହାଯାଏ। ସେହି ମନ୍ଦିର ପର୍ବତକୁ ଶୋଭା ମଣ୍ଡିତ କରିଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୌନ୍ଦର୍ଯ୍ୟର ସିଦ୍ଧି ସ୍ୱରୂପ ସିୟୋନଠାରୁ ପରମେଶ୍ୱର ପ୍ରକାଶିତ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସୌନ୍ଦର୍ଯ୍ୟର ସିଦ୍ଧି ସ୍ୱରୂପ ସିୟୋନଠାରୁ ପରମେଶ୍ୱର ପ୍ରକାଶିତ ହୋଇଅଛନ୍ତି।