Psalms 50:20 — Compare Translations
5 translations compared side by side
Odia - 1840
"ତୁମ୍ଭେ ନିରବଚ୍ଛିନ୍ନ ଭାବରେ ଅନ୍ୟମାନଙ୍କ ବିଷଯରେ ମନ୍ଦ କଥା କୁହ, ଏପରିକି ତୁମ୍ଭ ନିଜ ଭ୍ରାତାମାନଙ୍କ ବିଷଯରେ ନିନ୍ଦା କରୁଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଭାଇ ବିରୁଦ୍ଧରେ ବସି କଥା କହୁଅଛ; ତୁମ୍ଭେ ଆପଣା ମାତୃପୁତ୍ରର ନିନ୍ଦା କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ନିରବିଚ୍ଛିନ୍ନ ଭାବରେ ଅନ୍ୟମାନଙ୍କ ବିଷୟରେ ମନ୍ଦ କଥା କୁହ, ଏପରିକି ତୁମ୍ଭ ନିଜ ଭ୍ରାତାମାନଙ୍କ ବିଷୟରେ ନିନ୍ଦା କରୁଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଭାଇ ବିରୁଦ୍ଧରେ ବସି କଥା କହୁଅଛ; ତୁମ୍ଭେ ଆପଣା ମାତୃପୁତ୍ରର ନିନ୍ଦା କରୁଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଭାଇ ବିରୁଦ୍ଧରେ ବସି କଥା କହୁଅଛ; ତୁମ୍ଭେ ଆପଣା ମାତୃପୁତ୍ରର ନିନ୍ଦା କରୁଅଛ।