Psalms 50:22 — Compare Translations

5 translations compared side by side

Odia - 1840
"ହେ ଲୋକମାନେ ତୁମ୍ଭେ ପରମେଶ୍ବରଙ୍କୁ ଭୁଲି ୟାଇଛ। ତଣେୁ ତୁମ୍ଭମାନେେ ଭଲଭାବେ ବୁଝିବା ଉଚିତ୍ ୟେ ମୁଁ ତୁମ୍ଭକୁ ଖଣ୍ଡ ଖଣ୍ଡ କରି ଚିରିଦବେି। ୟଦି ତାହା ଘଟେ ତବେେ ତୁମ୍ଭକୁ କୌଣସି ବ୍ଯକ୍ତି ଉଦ୍ଧାର କରିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵରଙ୍କୁ ପାସୋରିବା ଲୋକମାନେ, ତୁମ୍ଭେମାନେ ଏହା ବିବେଚନା କର, ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା, ପୁଣି ଉଦ୍ଧାର କରିବାକୁ କେହି ନ ଥିବ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଲୋକମାନେ ତୁମ୍ଭେ ପରମେଶ୍ୱରଙ୍କୁ ଭୁଲି ଯାଇଛ। ତେଣୁ ତୁମ୍ଭେମାନେ ଭଲଭାବେ ବୁଝିବା ଉଚିତ୍ ଯେ, ମୁଁ ତୁମ୍ଭକୁ ଖଣ୍ଡ ଖଣ୍ଡ କରି ଚିରିଦେବି। ଯଦି ତାହା ଘଟେ ତେବେ ତୁମ୍ଭକୁ କୌଣସି ବ୍ୟକ୍ତି ଉଦ୍ଧାର କରି ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ପରମେଶ୍ୱରଙ୍କୁ ପାସୋରିବା ଲୋକମାନେ, ତୁମ୍ଭେମାନେ ଏହା ବିବେଚନା କର, ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା, ପୁଣି, ଉଦ୍ଧାର କରିବାକୁ କେହି ନ ଥିବ।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱରଙ୍କୁ ପାସୋରିବା ଲୋକମାନେ, ତୁମ୍ଭେମାନେ ଏହା ବିବେଚନା କର, ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା, ପୁଣି, ଉଦ୍ଧାର କରିବାକୁ କେହି ନ ଥିବ।