Psalms 50:23 — Compare Translations
5 translations compared side by side
Odia - 1840
"ୟେକହେି ମାେତେ ଧନ୍ଯବାଦାର୍ଥକ ନବୈେଦ୍ଯ ଉତ୍ସର୍ଗ କରେ, ମାେତେ ସମ୍ମାନ ପ୍ରଦର୍ଶନ କରେ ଏବଂ ୟିଏ କହେି ସତ୍ମାର୍ଗରେ ଚାଲିବାକୁ ନିଷ୍ପତ୍ତି ନିଏ, ସେ ମାରେ ରକ୍ଷା କରିବାର ଶକ୍ତି ଦେଖିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ; ଯେଉଁ ଜନ ଆପଣା ଗତି ସରଳ କରେ, ତାହାକୁ ଆମ୍ଭେ ପରମେଶ୍ଵରଙ୍କ ପରିତ୍ରାଣ ଦେଖାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ଯେକେହି ମୋତେ ଧନ୍ୟବାଦାର୍ଥକ ନୈବେଦ୍ୟ ଉତ୍ସର୍ଗ କରେ, ମୋତେ ସମ୍ମାନ ପ୍ରଦର୍ଶନ କରେ ଏବଂ ଯେକେହି ସତ୍ ମାର୍ଗରେ ଗ୍ଭଲିବାକୁ ନିଷ୍ପତ୍ତି ନିଏ, ସେ ମୋର ରକ୍ଷା କରିବାର ଶକ୍ତି ଦେଖି ପାରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ; ଯେଉଁ ଜନ ଆପଣା ଗତି ସରଳ କରେ, ତାହାକୁ ଆମ୍ଭେ ପରମେଶ୍ୱରଙ୍କ ପରିତ୍ରାଣ ଦେଖାଇବା।”
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ; ଯେଉଁ ଜନ ଆପଣା ଗତି ସରଳ କରେ, ତାହାକୁ ଆମ୍ଭେ ପରମେଶ୍ୱରଙ୍କ ପରିତ୍ରାଣ ଦେଖାଇବା।”