Psalms 50:3 — Compare Translations
5 translations compared side by side
Odia - 1840
"ଆମ୍ଭର ପରମେଶ୍ବର ଆସୁଛନ୍ତି ଓ ସେ କବେେ ନୀରବରେ ରହିପାରିବେ ନାହିଁ। ତାଙ୍କ ସମ୍ମୁଖରେ ଅଗ୍ନି ଜଳୁଛି, ସଠାେରେ ଏକ ବିରାଟ ଝଡ଼ ତାଙ୍କ ଚାରିପାଖରେ ଘୂରି ବୁଲୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କର ପରମେଶ୍ଵର ଆସିବେ ଓ ନୀରବ ରହିବେ ନାହିଁ; ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟ; ଝଡ଼ମୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ପରମେଶ୍ୱର ଆସୁଛନ୍ତି ଓ ସେ କେବେ ନୀରବରେ ରହିପାରିବେ ନାହିଁ। ତାଙ୍କ ସମ୍ମୁଖରେ ଅଗ୍ନି ଜଳୁଛି, ସେଠାରେ ଏକ ବିରାଟ ଝଡ଼ ତାଙ୍କ ଗ୍ଭରିପାଖରେ ଘୂରି ବୁଲୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କର ପରମେଶ୍ୱର ଆସିବେ ଓ ନୀରବ ରହିବେ ନାହିଁ; ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟନ୍ତ ଝଡ଼ମୟ ହେବ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କର ପରମେଶ୍ୱର ଆସିବେ ଓ ନୀରବ ରହିବେ ନାହିଁ; ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟନ୍ତ ଝଡ଼ମୟ ହେବ।