Psalms 50:4 — Compare Translations

5 translations compared side by side

Odia - 1840
"ଆମ୍ଭର ପରମେଶ୍ବର ଆକାଶ ଓ ପୃଥିବୀକୁ ଡ଼ାକି କହିଲେ, ତୁମ୍ଭେ ଶୁଣ, ମୁଁ ପରମେଶ୍ବରଙ୍କର ଲୋକମାନଙ୍କର ବିଚାର କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ଲୋକଙ୍କୁ ବିଚାର କରିବା ନିମନ୍ତେ ଉପରିସ୍ଥ ସ୍ଵର୍ଗକୁ ଓ ପୃଥିବୀକି ଡାକିବେ;
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ପରମେଶ୍ୱର ଆକାଶ ଓ ପୃଥିବୀକୁ ଡାକି କହିଲେ, ତୁମ୍ଭେ ଶୁଣ, ମୁଁ ପରମେଶ୍ୱରଙ୍କର ଲୋକମାନଙ୍କର ବିଗ୍ଭର କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ଲୋକଙ୍କୁ ବିଚାର କରିବା ନିମନ୍ତେ ଉପରିସ୍ଥ ସ୍ୱର୍ଗକୁ ଓ ପୃଥିବୀକୁ ଡାକିବେ;
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ଲୋକଙ୍କୁ ବିଚାର କରିବା ନିମନ୍ତେ ଉପରିସ୍ଥ ସ୍ୱର୍ଗକୁ ଓ ପୃଥିବୀକୁ ଡାକିବେ;